LIBRISTO
LIBROAMANTO
obowiązkowe
Zostań członkiem wspólnoty miłośników książek z całego świata i zyskaj mnóstwo korzyści. Załóż konto bezpłatnie
0
Darmowa dostawa z usługą Inpost oraz Orlen od 299.00 zł
DPD Kurier 12.99 Poczta Polska 18.99 Paczkomat 13.99 InPost Kurier 12.99 Punkt DPD 11.99

Darmowa dostawa dla zamówień powyżej 299,00 zł.

Digbijayee Gajapati

Język OrijaOrija
Książka Miękka
Książka Digbijayee Gajapati Indramani Jena
Kod Libristo: 43014357
Wydawnictwo BLACK EAGLE BOOKS, luty 2023
ଏହି ପୁସ୍ତକଟି ପାଠକଙ୍କୁ ନେଇଯାଏ ଗଜପତି କପିଳେନ୍ଦ୍ରଦେବଙ୍କ ସହିତ ରାଜଧାନୀ କଟକର ବାରବାଟୀରୁ ତଦାନୀନ୍ତନ ଗମନାଗମନ ରା... Cały opis
? points 38 b
Gwarancja
najlepszej
ceny
67.78
Dostępna u dostawcy Wysyłamy za 14-21 dni

Nawet do 30 dni na zwrot


Klienci kupili także


ଏହି ପୁସ୍ତକଟି ପାଠକଙ୍କୁ ନେଇଯାଏ ଗଜପତି କପିଳେନ୍ଦ୍ରଦେବଙ୍କ ସହିତ ରାଜଧାନୀ କଟକର ବାରବାଟୀରୁ ତଦାନୀନ୍ତନ ଗମନାଗମନ ରାସ୍ତାର ଗଡ଼ଗୁଡିକରେ ରାତ୍ରିଯାପନ କରି ଗଜପତି ଜୀବନର ସମସ୍ତ ସାଫଲ୍ୟ କାହାଣୀ ଅବଗତ କରାଇ ପୁଣ୍ୟତୋୟା କୃଷ୍ଣାନଦୀ ତଟ ବିଜୟବାହୁଡା ଓଡ଼ିଆ ଗଡ଼କୁ । ଦିନେ ଯେ ସିଂହାସନରୁ ଅବତରଣ କରି ଗଜପତି ଛଅଜଣ ମହାପାତ୍ରଙ୍କ ସହିତ ବିଜୟବାହୁଡ଼ା ଗସ୍ତକରିବେ ଏବଂ ଅନ୍ତିମ ଶଯ୍ୟାରେ ନିଜର ସମସ୍ତ ଅଳଙ୍କାର ପ୍ରଭୁ ଜଗନ୍ନାଥଙ୍କୁ ସମର୍ପଣ କରି ସେଠାରେ ଶେଷ ନିଶ୍ୱାସ ତ୍ୟାଗ କରିବେ ଏହା ବିଧିର ବିଧାନ ଥିଲା । ଏହା ସହିତ ଅନ୍ତର୍ନିହିତ ଥିଲା ଗଜପତି ପରିବାର ପାଇଁ ଦାୟାଦ ଚୟନରେ ଜଗନ୍ନାଥଙ୍କର ସ୍ୱପ୍ନାଦେଶର ଫଳାଫଳ ।

ପଞ୍ଚଦଶ ଶତାବ୍ଦୀ ମଧ୍ୟଭାଗର ଓଡ଼ିଶା ରାଜ୍ୟଧାରଣ କରିଥିଲା ଦିଗବିଜୟରେ ମଣ୍ଡିତ ବିଶାଳ ସମ୍ରାଜ୍ୟ, ଧନଧାନ୍ୟରେ ପରିପୂର୍ଣ୍ଣ ରାଜ୍ୟର ରାଜକୋଷ, ସୁନ୍ଦର ସ୍ୱର୍ଣ୍ଣାଳଙ୍କାର-ଶୋଭିତ ଶ୍ରୀମନ୍ଦିରର ତ୍ରିମୂର୍ତ୍ତି ଏବଂ ପଡ଼ୋଶୀଙ୍କୁ ଆକର୍ଷଣ କଲାପରି ଆଦର୍ଶ ଓଡ଼ିଆ ଜୀବନ । ନିଜ କଳେବରରୁ ବ୍ୟାପ୍ତ ଅସୁମାରି ଗଡ଼ଗୁଡିକର ସୁପରିଚାଳନା, ସାମରିକ ଗତିବିଧି ଗଜପତିଙ୍କର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ରହିଥିଲା । ଓଡ଼ିଶାର ସୁବର୍ଣ୍ଣଯୁଗ ଆସିଥିଲା ଗଜପତି କପିଳେନ୍ଦ୍ରଦେବଙ୍କ ଦିଗବିଜୟ କାଳରେ (୧୪୩୫-୧୪୬୬ ମସିହା) ଯେତେବେଳେ ରାଜ୍ୟର ସୀମା ଉତ୍ତରରେ ଗଙ୍ଗାନଦୀରୁ ଦକ୍ଷିଣରେ କନ୍ୟାକୁମାରୀ ସ୍ପର୍ଶ କରିଥିଲା ।

ସମଗ୍ର ଭାରତ ଯବନ ଆକ୍ରମଣରେ ଅତିଷ୍ଠ ହେବାବେଳେ ସେହି ଗଜପତି ପଞ୍ଚଦଶ ଶତାବ୍ଦୀର ସର୍ବଶକ୍ତିମାନ ହିନ୍ଦୁ ସମ୍ରାଟ ଥିଲେ । ଓଡ଼ିଆ ପାଇକମାନଙ୍କର ଗଜପତି ବାହିନୀ ରାଜ୍ୟର ପ୍ରତିଦିଗକୁ ଦିଗ୍‌ବିଜୟ ଅପ୍ରତିହତ ରହିଥିବାବେଳେ, ରାଜ୍ୟର ଅଭ୍ୟନ୍ତରରେ ସମନ୍ୱିତ ହୋଇ ଗଢ଼ି ଉଠିଥିଲା ଓଡ଼ିଶା ରାଷ୍ଟ୍ର, ତେଜି ଉଠିଥିଲା ଓଡ଼ିଆ ଭାଷା ଆଉ ଆଧ୍ୟାତ୍ମିକ ଭାବରେ ଶ୍ରୀଜଗନ୍ନାଥ ପ୍ରକଟିତ ହୋଇଥିଲେ ଓଡ଼ିଶାର ରାଷ୍ଟ୍ରଦେବତା ଭାବରେ ।



Aktorka & Poliglotka
EWA KASP dla
Odtworzyć wideo
Ewa Kasp
Libristo ma największy wybór literatury obcojęzycznej. Dlatego tutaj kupuję swoje książki.

Informacje o książce

Pełna nazwa Digbijayee Gajapati
Język Orija
Oprawa Książka - Miękka
Data wydania 2023
Liczba stron 174
EAN 9781645603665
ISBN 1645603660
Kod Libristo 43014357
Wydawnictwo BLACK EAGLE BOOKS
Waga 228
Wymiary 140 x 216 x 10
Podaruj tę książkę jeszcze dziś
To łatwe
1 Dodaj książkę do koszyka i wybierz „dostarczyć jako prezent” 2 W odpowiedzi wyślemy Ci bon 3 Książka dotrze na adres obdarowanego

Logowanie

Zaloguj się do swojego konta. Nie masz jeszcze konta Libristo? Utwórz je teraz!

 
obowiązkowe
obowiązkowe

Nie masz konta? Zyskaj korzyści konta Libristo!

Dzięki kontu Libristo będziesz mieć wszystko pod kontrolą.

Utwórz konto Libristo
Doradca książkowy Libroamiko
Cześć, jestem Libroamiko, w czym mogę pomóc?